Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:16 - ଓଡିଆ ବାଇବେଲ

16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ସ୍ଥାନରେ ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପ୍ରେତାତ୍ମାମାନେ ଯଥା ସମୟରେ ପୃଥିବୀର ରାଜାମାନଙ୍କୁ ଯେଉଁ ରଣାଙ୍ଗନରେ ଏକତ୍ରିତ କରାଇଲେ, ଏବ୍ରୀ ଭାଷାରେ ତାହାର ନାମ ଆର୍ମାଗେଡ଼୍ଡ଼ନ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେହି ଅପବିତ୍ର ଆତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ ହର୍ମିଗିଦ୍ଦୋନ୍ ନାମକ ଏକ ସ୍ଥାନରେ ଏକତ୍ର କଲେ।

Gade chapit la Kopi

ପବିତ୍ର ବାଇବଲ

16 ସେହି ଭୂତାତ୍ମାମାନେ ରାଜାମାନଙ୍କୁ ଏବ୍ରୀ ଭାଷାରେ କୁହା ଯାଉଥିବା ‘ହର୍ମିଗିଦ୍ଦୋନ୍’ ନାମକ ସ୍ଥାନରେ ଏକାଠି କଲେ।

Gade chapit la Kopi




ପ୍ରକାଶିତ 16:16
14 Referans Kwoze  

ସେଦିନ ମଗିଦ୍ଦୋନ୍‍ ଉପତ୍ୟକାରେ ହଦଦ୍‍ ରିମ୍ମୋଣର ଶୋକ ତୁଲ୍ୟ ଯିରୂଶାଲମରେ ମହା ଶୋକ ହେବ।


ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।


ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି "ପ୍ରସ୍ତରମଣ୍ଡପ', ଯାହାକୁ ଏବ୍ରୀ ଭାଷାରେ "ଗବ୍‍ବଥା' ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ ।


ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ, ପ୍ରତି ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର ।


ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍‍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ ।


ଯିରୂଶାଲମର ମେଷଦ୍ୱାର ନିକଟରେ ଗୋଟିଏ ପୁଷ୍କରିଣୀ ଅଛି; ଏବ୍ରୀ ଭାଷାରେ ତାହାକୁ ବେଥେସ୍‍ଦା ବୋଲି କହନ୍ତି, ତାହାର ପାଞ୍ଚୋଟି ମଣ୍ଡପ ।


ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।


ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖ ନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।


Swiv nou:

Piblisite


Piblisite