Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 16:20 - ଓଡିଆ ବାଇବେଲ

20 ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ପ୍ରତ୍ୟେକ ଦ୍ଵୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଦ୍ୱୀପ ସବୁ ଅଦୃଶ୍ୟ ହୋଇଗଲେ, ଗିରି ପର୍ବତ ସକଳ ଉଭେଇ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ପ୍ରତ୍ୟେକ ଦ୍ୱୀପ ଦୂରୀଭୂତ ହେଲା ଓ ପର୍ବତଗଣ ଆଉ ଦେଖାଗଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ପ୍ରତ୍ୟେକ ଦ୍ୱୀପ ଉଭେଇ ଗଲା ଓ ସେଠାରେ ଗୋଟିଏ ହେଲେ ପର୍ବତ ରହିଲା ନାହିଁ।

Gade chapit la Kopi




ପ୍ରକାଶିତ 16:20
5 Referans Kwoze  

ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ ।


ତତ୍ପରେ ମୁଁ ଗୋଟିଏ ବୃହତ୍ ଶୁଭ୍ରବର୍ଣ୍ଣ ସିଂହାସନ ଓ ସେଠାରେ ବସିଥିବା ଜଣେ ବ୍ୟକ୍ତିଙ୍କୁ ଦର୍ଶନ କଲି; ତାହାଙ୍କ ସମ୍ମୁଖରୁ ପୃଥିବୀ ଓ ଆକାଶମଣ୍ଡଳ ପଳାୟନ କଲା, ସେମାନଙ୍କ ନିମନ୍ତେ ଆଉ ସ୍ଥାନ ମିଳିଲା ନାହିଁ ।


ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।


Swiv nou:

Piblisite


Piblisite