ପ୍ରକାଶିତ 18:18 - ଓଡିଆ ବାଇବେଲ18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ ? Gade chapit laପବିତ୍ର ବାଇବଲ (Re-edited) - (BSI)18 ତାହାର ଦାହର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ? Gade chapit laପବିତ୍ର ବାଇବଲ (CL) NT (BSI)18 ଓ ଦଗ୍ଧ ହେଉଥିବା ନଗରୀର ଧୂମ ଦେଖି କହିଲେ, “ଏହି ମହାନଗରୀ ପରି ଆଉ କୌଣସି ନଗର ନ ଥିଲା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତାହାର ଅଗ୍ନିର ଧୂମ ଦେଖି ଚିତ୍କାର କରି କହିଲେ, ଏହି ମହାନଗରୀ ତୁଲ୍ୟ ଆଉ କେଉଁ ନଗରୀ? Gade chapit laପବିତ୍ର ବାଇବଲ18 ସେମାନେ ତା'ର ଜଳୁଥିବାର ଧୂଆଁ ଦେଖିଲେ। ସେମାନେ ଉଚ୍ଚ ସ୍ୱରରେ କହିଲେ, “ଏହି ମହାନଗରୀ ପରି ଅନ୍ୟ କୌଣସି ନଗରୀ ନାହିଁ।” Gade chapit la |