ପ୍ରକାଶିତ 2:21 - ଓଡିଆ ବାଇବେଲ21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)21 ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)21 ପାପରୁ ଫେରି ଆସିବା ନିମନ୍ତେ ମୁଁ ତାଙ୍କୁ ସମୟ ଦେଇଛି, କିନ୍ତୁ ସେ ନିଜର ଦୁଷ୍କର୍ମ ପରିତ୍ୟାଗ କରିବାକୁ ଚାହୁଁ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆମ୍ଭେ ତାହାକୁ ମନ-ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ-ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ। Gade chapit laପବିତ୍ର ବାଇବଲ21 ମୁଁ ତାହାକୁ ହୃଦୟ ପରିବର୍ତ୍ତନ କରିବାକୁ ଓ ପାପ ପଥରୁ ଦୂରେଇ ଯିବା ପାଇଁ ସମୟ ଦେଲେ ହେଁ ସେ ନିଜକୁ ପରିବର୍ତ୍ତନ କରିବାକୁ ଇଚ୍ଛା କରୁ ନାହିଁ। Gade chapit la |