Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 2:28 - ଓଡିଆ ବାଇବେଲ

28 ପୁଣି, ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ମୁଁ ସେମାନଙ୍କୁ ‘ପ୍ରଭାତୀ ତାରା’ ମଧ୍ୟ ଦାନ କରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ।

Gade chapit la Kopi

ପବିତ୍ର ବାଇବଲ

28 ମୁଁ ମୋର ପରମପିତାଙ୍କଠାରୁ ଏହି କ୍ଷମତା ପାଇଥିଲି। ମୁଁ ସେହି ଲୋକଙ୍କୁ ପ୍ରଭାତୀତାରା ମଧ୍ୟ ଦେବି।

Gade chapit la Kopi




ପ୍ରକାଶିତ 2:28
5 Referans Kwoze  

ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ । ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା ।


ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।


ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ୱରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ । ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା ।


Swiv nou:

Piblisite


Piblisite