Biblia Todo Logo
Bib sou entènèt

- Piblisite -




ପ୍ରକାଶିତ 22:21 - ଓଡିଆ ବାଇବେଲ

21 ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ପ୍ରତ୍ୟେକେ ଅନୁଭବ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।

Gade chapit la Kopi

ପବିତ୍ର ବାଇବଲ

21 ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍।

Gade chapit la Kopi




ପ୍ରକାଶିତ 22:21
9 Referans Kwoze  

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।


ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ୱରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।


ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ସେହି ଯୋହନ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସାକ୍ଷ୍ୟ ସମ୍ବନ୍ଧରେ, ଅର୍ଥାତ୍ ସେ ଯାହାସବୁ ଦର୍ଶନ କଲା, ସେହି ବିଷୟରେ ସାକ୍ଷ୍ୟ ଦେଉଅଛି ।


ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ ।


Swiv nou:

Piblisite


Piblisite