ପ୍ରକାଶିତ 22:6 - ଓଡିଆ ବାଇବେଲ6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହି ସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ୱର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି । Gade chapit laପବିତ୍ର ବାଇବଲ (Re-edited) - (BSI)6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ଵସନୀୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ଵର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତିୁ। Gade chapit laପବିତ୍ର ବାଇବଲ (CL) NT (BSI)6 ଦୂତ ମୋତେ କହିଲେ, “ଏହି ସବୁ କଥା ସତ୍ୟ ଓ ନିର୍ଭରଯୋଗ୍ୟ। ଯାହା ଯାହା ଅତି ଶୀଘ୍ର ଘଟିବ, ତାହା ତାଙ୍କର ସେବକମାନଙ୍କୁ ଜଣାଇବା ପାଇଁ ଭାବବାଦୀମାନଙ୍କୁ ଆତ୍ମିକ ଜ୍ଞାନ ଦେଉଥିବା ଈଶ୍ୱର ତାଙ୍କର ଦୂତଙ୍କୁ ପ୍ରେରଣ କରିଛନ୍ତି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି। Gade chapit laପବିତ୍ର ବାଇବଲ6 ସେ ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି। Gade chapit la |
ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।