ପ୍ରକାଶିତ 7:3 - ଓଡିଆ ବାଇବେଲ3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ୱରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ଵରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କ ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ବୃକ୍ଷସମୂହର କ୍ଷତି କର ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)3 ସେମାନଙ୍କୁ ଉଚ୍ଚ ସ୍ୱରରେ କହିଲେ, “ଆମେ ଯେ ପର୍ଯ୍ୟନ୍ତ ଈଶ୍ୱରଙ୍କ ସେବକମାନଙ୍କ କପାଳରେ ମୋହର ମାରି ନାହୁଁ, ସେ ପର୍ଯ୍ୟନ୍ତ ପୃଥିବୀ, ସମୁଦ୍ର ବା ବୃକ୍ଷମାନଙ୍କର କୌଣସି କ୍ଷତି କର ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ। Gade chapit laପବିତ୍ର ବାଇବଲ3 ସେ ଗ୍ଭରି ଦୂତଙ୍କୁ କହିଲେ, “ଆମ୍ଭେମାନେ ଆମ୍ଭର ପରମେଶ୍ୱରଙ୍କର ଲୋକମାନଙ୍କର କପାଳରେ ମୁଦ୍ରାଙ୍କିତ ନ କରିବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ।” Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ୱରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ ।