ପ୍ରକାଶିତ 8:9 - ଓଡିଆ ବାଇବେଲ9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା । Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। Gade chapit laପବିତ୍ର ବାଇବଲ (CL) NT (BSI)9 ସମୁଦ୍ର ପ୍ରାଣୀମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମରିଗଲେ ଏବଂ ସମୁଦ୍ରରେ ଥିବା ଜାହାଜଗୁଡ଼ିକର ଏକ ତୃତୀୟାଂଶ ଧ୍ୱଂସ ପାଇଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା। Gade chapit laପବିତ୍ର ବାଇବଲ9 ସମୁଦ୍ରରେ ଥିବା ଏକ ତୃତୀୟାଂଶ ଜୀବନ୍ତ ପ୍ରାଣୀ ମରିଗଲେ ଓ ଏକ ତୃତୀୟାଂଶ ଜାହାଜ ନଷ୍ଟ ହୋଇଗଲା। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”