ପ୍ରକାଶିତ 9:10 - ଓଡିଆ ବାଇବେଲ10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା । Gade chapit laପବିତ୍ର ବାଇବଲ (Re-edited) - (BSI)10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। Gade chapit laପବିତ୍ର ବାଇବଲ (CL) NT (BSI)10 କଙ୍କଡ଼ାବିଛା ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼ ଥିଲା। ସେହି ଲାଙ୍ଗୁଳରେ ପାଞ୍ଚ ମାସ ଯାଏ ଲୋକଙ୍କୁ ଆଘାତ କରିବା ପାଇଁ ସେମାନେ ଶକ୍ତି ପାଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା। Gade chapit laପବିତ୍ର ବାଇବଲ10 ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା। Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।