Biblia Todo Logo
Bib sou entènèt

- Piblisite -




ରୋମୀୟ 10:15 - ଓଡିଆ ବାଇବେଲ

15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ ? ଯେପରି ଲେଖା ଅଛି, "ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, ‘ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।ʼ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏବଂ ପ୍ରଚାର ବିନା ସେହି ବାର୍ତ୍ତା ସେମାନେ କିପରି ଶୁଣିବେ? ପୁଣି ପ୍ରଚାର କରିବା ପାଇଁ ପ୍ରେରିତ ନ ହେଲେ ଜଣେ ପ୍ରଚାର କରିବ କିପରି? ଏ ସମ୍ପର୍କରେ ଶାସ୍ତ୍ରରେ ଲେଖାଯାଇଛି: “ସୁସମାଚାର ପ୍ରଚାରକମାନଙ୍କର ଆଗମନ କେଡ଼େ ଆନନ୍ଦଦାୟକ!”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”

Gade chapit la Kopi

ପବିତ୍ର ବାଇବଲ

15 ଏହି ଉପଦେଶ ଦେବା ଲୋକ ଜଣକୁ କାହା ଦ୍ୱାରା ନ ପଠାଗଲେ ବା ସେ କିପରି ଉପଦେଶ ଦେବ? ଶାସ୍ତ୍ରରେ ଲେଖା ଅଛି: “ସୁସମାଗ୍ଭର ଦେବା ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।”

Gade chapit la Kopi




ରୋମୀୟ 10:15
28 Referans Kwoze  

ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !


ଯେ ସୁସମାଚାର ଆଣେ ଓ ଶାନ୍ତି ପ୍ରଚାର କରେ, ପର୍ବତଗଣର ଉପରେ ତାହାର ଚରଣ ଦେଖ ! ହେ ଯିହୁଦା, ତୁମ୍ଭେ ଆପଣା ଉତ୍ସବସକଳ ପାଳନ କର ଓ ଆପଣା ମାନତସବୁ ପୂର୍ଣ୍ଣ କର; କାରଣ ସେହି ଦୁଷ୍ଟ ତୁମ୍ଭ ମଧ୍ୟରେ ଆଉ ଗତାୟାତ କରିବେ ନାହିଁ; ଯେହେତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛନ୍ତି।


ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ’ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;


ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର !”


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।


ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।


ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ;


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ ।


ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,


ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି ।


ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,


ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର ।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, “ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।”


ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।


ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ ।


ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;


Swiv nou:

Piblisite


Piblisite