Biblia Todo Logo
Bib sou entènèt

- Piblisite -




ରୋମୀୟ 12:21 - ଓଡିଆ ବାଇବେଲ

21 କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 କୁକ୍ରିୟାରେ ପରାଜିତ ନ ହୋଇ ସୁକ୍ରିୟାରେ କୁକ୍ରିୟାକୁ ପରାଜୟ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଅସତ୍ ଦ୍ୱାରା ପରାଜିତ ହୁଅ ନାହିଁ- ସମସ୍ତ ଅସତ୍ ବିଷୟକୁ ସଦାଚରଣ ଦ୍ୱାରା ଜୟ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।

Gade chapit la Kopi

ପବିତ୍ର ବାଇବଲ

21 ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର।

Gade chapit la Kopi




ରୋମୀୟ 12:21
5 Referans Kwoze  

ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ ।


ଯେ କ୍ରୋଧରେ ଧୀର, ସେ ବୀର ଅପେକ୍ଷା ଶ୍ରେଷ୍ଠ; ପୁଣି, ଯେ ନିଜ ଆତ୍ମା ଉପରେ କର୍ତ୍ତୃତ୍ୱ କରେ, ସେ ନଗର ଜୟକାରୀ ଅପେକ୍ଷା ଭଲ।


ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ ।


ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ ।


Swiv nou:

Piblisite


Piblisite