ରୋମୀୟ 12:4 - ଓଡିଆ ବାଇବେଲ4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ, Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗ-ପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକପ୍ରକାର ନୁହେଁ, Gade chapit laପବିତ୍ର ବାଇବଲ (CL) NT (BSI)4 ଆମ ଶରୀରରେ ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି ଏବଂ ପ୍ରତ୍ୟେକର କାର୍ଯ୍ୟ ସ୍ୱତନ୍ତ୍ର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ-ପ୍ରକାର ନୁହେଁ, Gade chapit laପବିତ୍ର ବାଇବଲ4 ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡ଼ିକ ଏକା ଭଳି କାମ କରନ୍ତି ନାହିଁ। Gade chapit la |