Biblia Todo Logo
Bib sou entènèt

- Piblisite -




ରୋମୀୟ 14:12 - ଓଡିଆ ବାଇବେଲ

12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ୱରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ଵରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଆମ ପ୍ରତ୍ୟେକଙ୍କୁ ଈଶ୍ୱରଙ୍କ ନିକଟରେ ନିଜ ନିଜର ହିସାବ ଦେବାକୁ ପଡ଼ିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ

12 ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।

Gade chapit la Kopi




ରୋମୀୟ 14:12
8 Referans Kwoze  

କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ତାହାଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।


କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ ।


ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ ।


ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।


କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ ।


Swiv nou:

Piblisite


Piblisite