Biblia Todo Logo
Bib sou entènèt

- Piblisite -




ରୋମୀୟ 14:16 - ଓଡିଆ ବାଇବେଲ

16 ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ତୁମେ ଯାହାକୁ ଉତ୍ତମ ବୋଲି ମନେ କରୁଛ, ତଦ୍ଦ୍ୱାରା ତୁମର ଦୁର୍ନାମ ନ ହେଉ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।

Gade chapit la Kopi




ରୋମୀୟ 14:16
6 Referans Kwoze  

ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।


ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”


ଏବଂ ସେମାନେ ପତିବ୍ରତା, ସୁଗୃହିଣୀ, ସୁଶୀଳା, ଓ ଆପଣା ଆପଣା ସ୍ୱାମୀମାନଙ୍କର ବଶୀଭୂତା ହୁଅନ୍ତୁ , ଯେପରି ଈଶ୍ୱରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ |


Swiv nou:

Piblisite


Piblisite