Biblia Todo Logo
Bib sou entènèt

- Piblisite -




ରୋମୀୟ 15:2 - ଓଡିଆ ବାଇବେଲ

2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ବରଂ ଅନ୍ୟମାନଙ୍କର ମଙ୍ଗଳ ନିମନ୍ତେ ଓ ସେମାନଙ୍କ ବିଶ୍ୱାସକୁ ବଳିଷ୍ଠ କରିବା ପାଇଁ ସେମାନଙ୍କୁ ଖୁସି ରଖିବା ଆମ୍ଭମାନଙ୍କର କର୍ତ୍ତବ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ।

Gade chapit la Kopi

ପବିତ୍ର ବାଇବଲ

2 ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ୍। ସେମାନଙ୍କ ବିଶ୍ୱାସକୁ ବଳବାନ କରିବା ଓ ବଢ଼ାଇବା ଦୃଷ୍ଟିରୁ ଆମ୍ଭେ ସେମାନଙ୍କ ପାଇଁ କ’ଣ ଭଲ ତାହା ଭାବିବା ଉଚିତ୍।

Gade chapit la Kopi




ରୋମୀୟ 15:2
15 Referans Kwoze  

କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ ।


ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ ।


ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ ।


ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ ।


କିନ୍ତୁ ଯେ ଭାବବାଣୀ କହେ, ସେ ମନୁଷ୍ୟମାନଙ୍କୁ ନିଷ୍ଠା, ଉତ୍ସାହ ଓ ସାନ୍ତ୍ୱନାଜନକ କଥା କହେ ।


ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।


ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ । ଈଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ । କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ ।


ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।


ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,


ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।


Swiv nou:

Piblisite


Piblisite