Biblia Todo Logo
Bib sou entènèt

- Piblisite -




ରୋମୀୟ 16:1 - ଓଡିଆ ବାଇବେଲ

1 କେଙ୍କ୍ରେୟାସ୍ଥ ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କେଙ୍କ୍ରେୟାସ୍ଥ ମଣ୍ତଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 କେଙ୍କ୍ରେସ୍ଥିତ ମଣ୍ଡଳୀର ଜଣେ ସେହିବିକା ଭଉଣୀ ଫିବେଙ୍କୁ ସୁପାରିସ୍ କରୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କେଙ୍କ୍ରେୟା ସହରରେ ଥିବା ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଉଣୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,

Gade chapit la Kopi

ପବିତ୍ର ବାଇବଲ

1 ମୁଁ, ତୁମ୍ଭକୁ କେଙ୍କ୍ରେୟା ନଗରୀର ମଣ୍ତଳୀର ବିଶେଷ ସେବିକା, ଆମ୍ଭର ଧର୍ମ ଭଉଣୀ ଫୈବୀଙ୍କୁ ସୁପାରିଶ କରୁଛି।

Gade chapit la Kopi




ରୋମୀୟ 16:1
10 Referans Kwoze  

ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।


ଯଦି ଜଣେ ଭାଇ ବା ଭଉଣୀ, ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ,


ବୃଦ୍ଧା ସ୍ତ୍ରୀମାନଙ୍କୁ ମାଁ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର ।


କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମାଁ ।


ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ?


ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି, ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ ।


ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରିଲୋକ କେହି ନାହିଁ ।


ପୁଣି, ଭଗ୍ନୀ ଆପ୍ପିୟା ଏବଂ ଆମ୍ଭମାନଙ୍କ ସହ- ସୈନିକ ଆର୍ଖିପ୍ପ ଓ ତୁମ୍ଭ ଗୃହସ୍ଥିତ ମଣ୍ଡଳୀ ନିକଟକୁ ପତ୍ର ଲେଖୁଅଛୁ;


Swiv nou:

Piblisite


Piblisite