Biblia Todo Logo
Bib sou entènèt

- Piblisite -




ରୋମୀୟ 16:11 - ଓଡିଆ ବାଇବେଲ

11 ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୋହର ସ୍ଵଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମୋର ସ୍ୱଜାତୀୟ ହେରୋଦିୟନ୍ ଓ ନାରସିସଙ୍କ ପରିବାର ଖ୍ରୀଷ୍ଟୀୟ ଭାଇମାନଙ୍କୁ ମଧ୍ୟ ମୋର ଅଭିବାଦନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ

11 ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି।

Gade chapit la Kopi




ରୋମୀୟ 16:11
4 Referans Kwoze  

ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।


କାରଣ ଯେଉଁମାନେ ଶାରୀରିକ ଭାବେ ମୋହର ଆତ୍ମୀୟ, ଏପରି ମୋହର ଭାଇମାନଙ୍କ ନିମନ୍ତେ ମୁଁ ନିଜେ ଖ୍ରୀଷ୍ଟଙ୍କଠାରୁ ପୃଥକ୍ ରହି ଶାପଗ୍ରସ୍ତ ହେବା ପାଇଁ ଇଚ୍ଛା କରି ପାରନ୍ତି ।


ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।


Swiv nou:

Piblisite


Piblisite