ରୋମୀୟ 7:10 - ଓଡିଆ ବାଇବେଲ10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା । Gade chapit laପବିତ୍ର ବାଇବଲ (Re-edited) - (BSI)10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା। Gade chapit laପବିତ୍ର ବାଇବଲ (CL) NT (BSI)10 ଓ ମୁଁ ମୃତ ହେଲି; ଯେଉଁ ବ୍ୟବସ୍ଥଶ ଜୀବନ ଦାନ କରିବା ପାଇଁ ଉଦ୍ଦିଷ୍ଟ ଥିଲା, ତାହା ମୋ’ ମୃତ୍ୟୁର କାରଣ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋʼ ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା। Gade chapit laପବିତ୍ର ବାଇବଲ10 ଆଦେଶର ଆଜ୍ଞା ଥିଲା ଜୀବନ ଦାନ କିନ୍ତୁ ମୋ’ ପାଇଁ ଆଜ୍ଞା ଆଣିଲା ମୃତ୍ୟୁ। Gade chapit la |
ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।