ରୋମୀୟ 9:13 - ଓଡିଆ ବାଇବେଲ13 ଯେପରି ଲେଖା ଅଛି, "ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ ।' Gade chapit laପବିତ୍ର ବାଇବଲ (Re-edited) - (BSI)13 ଯେପରି ଲେଖାଅଛି, “ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।” Gade chapit laପବିତ୍ର ବାଇବଲ (CL) NT (BSI)13 ଶାସ୍ତ୍ର ବାକ୍ୟ ଅନୁସାରେ, “ଯାକୁବ ଆମ୍ଭର ସନ୍ତୋଷଭାଜନ ହେଲା, ଏସୌ ନୁହେଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଯେପରି ଲେଖାଅଛି, ‘ଯାକୁବକୁ ଆମ୍ଭେ ପ୍ରେମ କଲୁ, କିନ୍ତୁ ଏଷୌକୁ ଘୃଣା କଲୁ।’” Gade chapit laପବିତ୍ର ବାଇବଲ13 ଶାସ୍ତ୍ର କୁହେ: “ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।” Gade chapit la |