Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:11 - ଓଡିଆ ବାଇବେଲ

11 ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ନୟମୀ ଉତ୍ତର କଲା, ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ଵାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ନୟମୀ କହିଲେ, “ନା, ମୋର କନ୍ୟାଗଣ, ତୁମ୍ଭେ ତୁମ୍ଭର ସ୍ୱଗୃହକୁ ଫେରିଯାଅ। ତୁମ୍ଭେମାନେ ଆଉ କାହିଁକି ମୋ’ ସହିତ ଯିବ? ମୁଁ ତୁମ୍ଭମାନଙ୍କୁ ସାହାଯ୍ୟ କରି ପାରିବି ନାହିଁ। ମୋର ତ ଗର୍ଭରେ ଆଉ ସନ୍ତାନ ନାହାନ୍ତି, ଯେଉଁମାନେ କି ତୁମ୍ଭର ସ୍ୱାମୀ ହୋଇ ଥା’ନ୍ତେ।

Gade chapit la Kopi




ରତର ବିବରଣ 1:11
5 Referans Kwoze  

ଭାଇମାନେ ଏକତ୍ର ବାସ କରୁଥିଲେ, ଯେବେ ସେମାନଙ୍କ ମଧ୍ୟରୁ ଜଣେ ମରେ ଓ ତାହାର ସନ୍ତାନ ନ ଥାଏ, ତେବେ ସେହି ମୃତ ଲୋକର ଭାର୍ଯ୍ୟା ବାହାରର ଅନ୍ୟ ପୁରୁଷକୁ ବିବାହ କରିବ ନାହିଁ; ତାହାର ଦିଅର ତାହାକୁ ବିବାହ କରି ତାହାର ସହବାସ କରିବ ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବ।


ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।


ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରି ଯିବା।


ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଯେହେତୁ ମୁଁ ବୃଦ୍ଧା, ପୁନର୍ବାର ବିବାହ କରି ନ ପାରେ; ଆଉ ମୋହର ଭରସା ଅଛି, ଏହା ବୋଲି ଯଦ୍ୟପି ଆଜି ରାତ୍ରିରେ ସ୍ୱାମୀ ଗ୍ରହଣ କରେ ଓ ସନ୍ତାନ ମଧ୍ୟ ପ୍ରସବ କରେ,


ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍‍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।


Swiv nou:

Piblisite


Piblisite