ରତର ବିବରଣ 1:13 - ଓଡିଆ ବାଇବେଲ13 ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ ? ତୁମ୍ଭେମାନେ କି ଏଥି ନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋ’ ବିରୁଦ୍ଧରେ ଉଠି ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)13 ତେବେ ତୁମ୍ଭେମାନେ କି ସେମାନଙ୍କର ବୟଃପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥି ନିମନ୍ତେ ଆନ ସ୍ଵାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି; କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ନିର୍ଗତ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତେବେ ତୁମ୍ଭେମାନେ କି ସେମାନଙ୍କର ବୟସପ୍ରାପ୍ତି ପର୍ଯ୍ୟନ୍ତ ଅପେକ୍ଷା କରିବ? ତୁମ୍ଭେମାନେ କି ଏଥିନିମନ୍ତେ ଅନ୍ୟ ସ୍ୱାମୀ ଗ୍ରହଣ କରିବାରୁ ନିବୃତ୍ତ ହେବ? ନା, ହେ ମୋହର କନ୍ୟାମାନେ; କାରଣ ତୁମ୍ଭମାନଙ୍କ ହେତୁରୁ ମୋହର ଦୁଃଖ ଅତିଶୟ ହୋଇଅଛି କାରଣ ସଦାପ୍ରଭୁଙ୍କ ହସ୍ତ ମୋʼ ବିରୁଦ୍ଧରେ ଉଠିଅଛି।” Gade chapit laପବିତ୍ର ବାଇବଲ13 ସେମାନେ ବଡ଼ ହେବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ଅପେକ୍ଷା କରିବ ଏବଂ ଯଥେଷ୍ଟ ବୟଷ୍କ ବିବାହ କରିବା ନିମନ୍ତେ? ତୁମ୍ଭେ ଯେତେବେଳେ ସେମାନଙ୍କୁ ଅପେକ୍ଷା କରିବ। ତୁମ୍ଭେ ନିଜକୁ ଅନ୍ୟ ସ୍ୱାମୀମାନଙ୍କଠାରୁ ବିବାହ କରିବାଠାରୁ ଦୂରେଇ ରଖି ପାରିବ କି? ନା, ମୋର କନ୍ୟାଗଣ, ମୁଁ ତୁମ୍ଭମାନଙ୍କ ପାଇଁ ଖରାପ ଅନୁଭବ କରୁଛି, କାରଣ ଏହା ଜଣାଯାଏ ଯେ, ସଦାପ୍ରଭୁ ମୋ’ ବିରୁଦ୍ଧରେ ଅଛନ୍ତି।” Gade chapit la |