Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:19 - ଓଡିଆ ବାଇବେଲ

19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀ ଲୋକମାନେ କହିଲେ, “ଏ କି ନୟମୀ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥ୍ଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥ୍ଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀ ଲୋକମାନେ କହିଲେ, ଏ କି ନୟମୀ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”

Gade chapit la Kopi

ପବିତ୍ର ବାଇବଲ

19 ନୟମୀ ଏବଂ ଋତ ବୈ‌ଥ୍‌ଲେହମକୁ ଗଲେ। ସେମାନେ ଯେତେବେଳେ ବୈ‌ଥ୍‌ଲେହମରେ ପ୍ରବେଶ କଲେ, ଲୋକମାନେ ଉତ୍ସୁକ ହେଲେ ଓ କହିଲେ, “ଏ କ’ଣ ପ୍ରକୃତରେ ନୟମୀ?”

Gade chapit la Kopi




ରତର ବିବରଣ 1:19
6 Referans Kwoze  

ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା ।


ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍‍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?


ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।


ତେଣୁ ସେ ସେମାନଙ୍କୁ କହିଲା, “ମୋତେ ନୟମୀ (ମଧୁର) ବୋଲି ନ ଡାକ, ପୁଣି ମାରା (ତିକ୍ତ) ବୋଲି ଡାକ; ଯେହେତୁ ସର୍ବଶକ୍ତିମାନ ମୋ’ ପ୍ରତି ଅତି ତିକ୍ତ ବ୍ୟବହାର କରିଅଛନ୍ତି।


ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।”


ସଲ୍‍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;


Swiv nou:

Piblisite


Piblisite