Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:17 - ଓଡିଆ ବାଇବେଲ

17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ରାଁ କଲା; ପୁଣି ଆପଣା ସାଉଣ୍ଟିଲା ଶସ୍ୟ ମଳନ୍ତେ, ଊଣାଧିକେ ଏକ ଐଫା ଯବ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତହିଁରେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି କ୍ଷେତ୍ରରେ ବଳକା ଶସ୍ୟ ସଂଗ୍ରହ କଲା; ପୁଣି ନିଜ ସାଉଣ୍ଟିଲା ଶସ୍ୟ ମଳନ୍ତେ, ପ୍ରାୟ ଏକ ଐଫା ଯବ ହେଲା।

Gade chapit la Kopi

ପବିତ୍ର ବାଇବଲ

17 ଋତ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ କାର୍ଯ୍ୟ କଲା। ସେ ଶସ୍ୟ ସଂଗ୍ରହ କଲା ପରେ, ସେ ଏଗୁଡ଼ିକୁ ତୁଷରୁ ଅଲଗା କଲା। ଏହା ଓଜନ କଲାରୁ ଅର୍ଦ୍ଧ ବୁଶେଲ ବାର୍ଲି ହେଲା।

Gade chapit la Kopi




ରତର ବିବରଣ 2:17
5 Referans Kwoze  

ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।


ଏକ ଓମର ଐଫାର ଦଶମାଂଶ।


ପୁଣି ଏହା ପାଇଁ ବିଡ଼ାରୁ କିଛି କିଛି ପକାଇ ଯାଅ, ସେ ତାହା ସାଉଣ୍ଟୁ, ଆଉ ତାହାକୁ ଧମକାଅ ନାହିଁ।”


ସେ ତାହା ନେଇ ନଗରକୁ ଗଲା; ଆଉ ସେ ଯାହା ସାଉଣ୍ଟିଥିଲା, ତାହାର ଶାଶୁ ତାହା ଦେଖିଲା ଓ ଭୋଜନ ସମୟରେ ତୃପ୍ତ ହେଲା ଉତ୍ତାରେ ଯାହା ବଳକା ରଖିଥିଲା ତାହା ମଧ୍ୟ ବାହାର କରି ତାହାକୁ ଦେଲା।


Swiv nou:

Piblisite


Piblisite