Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:7 - ଓଡିଆ ବାଇବେଲ

7 ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ; ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ସେ ମୋତେ କହିଲା, ମୁଁ ବିନତି କରୁଅଛି, ଶସ୍ୟଚ୍ଛେଦକମାନଙ୍କ ପଶ୍ଚାତ୍ ପଶ୍ଚାତ୍ ବିଡ଼ାର ମଧ୍ୟେ ମଧ୍ୟେ ରାଁ କରିବାକୁ ମୋତେ ଦିଅ; ଏଣୁ ସେ ଆସି ପ୍ରାତଃକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ କାଳ ସେ ଗୃହରେ ବସି ରହିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ସେ ମୋତେ କହିଲା, ‘ମୁଁ ବିନତି କରୁଅଛି, ଶସ୍ୟକଟାଳିମାନଙ୍କର ପଛେ ପଛେ ବିଡ଼ାର ମଧ୍ୟେ ମଧ୍ୟେ ବଳକା ଶସ୍ୟ ସଂଗ୍ରହ କରିବାକୁ ମୋତେ ଦିଅ;’ ଏଣୁ ସେ ଆସି ସକାଳରୁ ଏପର୍ଯ୍ୟନ୍ତ ଏଠାରେ ରହିଅଛି; କେବଳ ଅଳ୍ପ ସମୟ ସେ ଗୃହରେ ବସି ରହିଥିଲା।”

Gade chapit la Kopi

ପବିତ୍ର ବାଇବଲ

7 ସେ ପ୍ରତ୍ୟୁଷ୍ୟରେ ଆସି ଶ୍ରମିକମାନେ ପଛରେ ଛାଡ଼ି ଯାଉଥିବା ଶସ୍ୟଗୁଡ଼ିକ ସାଉଁଟିବା ପାଇଁ ଅନୁମତି ନେଲା। ଏ ପର୍ଯ୍ୟନ୍ତ ସେ ଲଗାତର ଭାବରେ କାର୍ଯ୍ୟ କରୁଅଛି, କେବଳ ଅଳ୍ପ ସମୟ ସେ ଗୃହରେ ବିଶ୍ରାମ ନେଉଥିଲା।”

Gade chapit la Kopi




ରତର ବିବରଣ 2:7
14 Referans Kwoze  

ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ଦରିଦ୍ର ଲୋକ ବିନୟ କରେ; ମାତ୍ର ଧନବାନ କଠିନ ଉତ୍ତର ଦିଏ।


ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।


ଅଳସୁଆ ମନରେ ବାଞ୍ଛା କଲେ ହେଁ କିଛି ପାଏ ନାହିଁ, ମାତ୍ର କର୍ମଶୀଳ ପ୍ରାଣ ହୃଷ୍ଟପୁଷ୍ଟ ହେବ।


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ ।


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।


ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;


ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର ।


ତହୁଁ ମୋୟାବ ଦେଶୀୟା ରୂତ ନୟମୀକି କହିଲା, “ମୋତେ କ୍ଷେତ୍ରକୁ ଯିବାକୁ ଦିଅ, ମୁଁ ଯାହାର ଦୃଷ୍ଟିରେ ଅନୁଗ୍ରହ ପାଇବି, ତାହାର ପଛେ ପଛେ ବଳକା ଶସ୍ୟଗୁଡିକ ସାଉଣ୍ଟିବି,” ତହିଁରେ ସେ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଯାଅ।”


ତହିଁରେ ଶସ୍ୟକଟାଳିମାନଙ୍କ ଉପରେ ନିଯୁକ୍ତ ଯୁବା ଉତ୍ତର ଦେଇ କହିଲା, “ଯେଉଁ ମୋୟାବ ଦେଶୀୟା ଯୁବତୀ ନୟମୀ ସହିତ ମୋୟାବ ଦେଶରୁ ଆସିଅଛି, ସେ ଏହି।”


ତହିଁରେ ବୋୟଜ ରୂତକୁ କହିଲା, “ଆହେ ମୋହର କନ୍ୟା, ମୋର କଥା କି ଶୁଣୁ ନାହଁ ? ତୁମ୍ଭେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ଅନ୍ୟ କ୍ଷେତ୍ରକୁ ନ ଯାଅ, ପୁଣି ଏହି ସ୍ଥାନରୁ ନ ଯାଅ, ମାତ୍ର ଏଠାରେ ମୋର ଦାସୀଗଣର ସଙ୍ଗେ ସଙ୍ଗେ ଥାଅ।


ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟକାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋ’ ଯୁବାମାନଙ୍କ ସଙ୍ଗରେ ଥାଅ।”


Swiv nou:

Piblisite


Piblisite