Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:8 - ଓଡିଆ ବାଇବେଲ

8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, ତୁମ୍ଭେ କିଏ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ମଧ୍ୟରାତ୍ରି ସମୟରେ ସେ ପୁରୁଷ ଚମତ୍କୃତ ହୋଇ ଉଠି ଅନାଇଲା, ଆଉ ଦେଖ, ତାହାର ପାଦ ନିକଟରେ ଜଣେ ସ୍ତ୍ରୀ ଶୟନ କରିଅଛି। ତହିଁରେ ସେ ପଚାରିଲା, “ତୁମ୍ଭେ କିଏ?”

Gade chapit la Kopi

ପବିତ୍ର ବାଇବଲ

8 ମଧ୍ୟରାତ୍ର ସମୟରେ ସେହି ଲୋକ ଉଠିପଡ଼ି ଆଶ୍ଚର୍ଯ୍ୟ ହୋଇ ଅନାଇ ଦେଖିଲା ତା'ର ପାଦ ନିକଟରେ ଏକ ସ୍ତ୍ରୀ ଶୟନ କରିଛି।

Gade chapit la Kopi




ରତର ବିବରଣ 3:8
2 Referans Kwoze  

ପୁଣି ଭୋଜନପାନ ସାରି ବୋୟଜର ମନ ଆନନ୍ଦିତ ହୁଅନ୍ତେ, ସେ ଶସ୍ୟରାଶିର ଏକ ପ୍ରାନ୍ତଭାଗରେ ଶୟନ କରିବାକୁ ଗଲା, ତହିଁରେ ରୂତ ଧୀରେ ଧୀରେ ଯାଇ ତାହାର ଚରଣ ସମୀପସ୍ଥ ସ୍ଥାନ ଅନାବୃତ କରି ଶୟନ କଲା।


ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”


Swiv nou:

Piblisite


Piblisite