ରତର ବିବରଣ 4:8 - ଓଡିଆ ବାଇବେଲ8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, ତୁମ୍ଭେ ଆପେ ତାହା କିଣ, ସେତେବେଳେ ସେ ଆପଣା ପାଦୁକା କାଢ଼ି ଦେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଣୁ ସେ ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟଜକୁ କହିଲା, “ତୁମ୍ଭେ ଆପେ ତାହା କିଣ,” ସେତେବେଳେ ସେ ନିଜ ପାଦୁକା କାଢ଼ି ଦେଲା। Gade chapit laପବିତ୍ର ବାଇବଲ8 ମୁକ୍ତିକର୍ତ୍ତା ଜ୍ଞାତି ଯେତେବେଳେ ବୋୟାଜକୁ “ସେହି ଭୂମି କିଣିବାକୁ” କହିଲା। ସେ ତା'ର ପାଦୁକା କାଢ଼ି ତାଙ୍କୁ ଦେଲା। Gade chapit la |