ପରମ ଗୀତ 1:7 - ଓଡିଆ ବାଇବେଲ7 ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ? Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ମୋʼ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି? Gade chapit laପବିତ୍ର ବାଇବଲ7 ହେ ମୋର ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ଗୋରୁଗାଈ ଚରାଉ ଅଛ? ମଧ୍ୟାହ୍ନରେ କେଉଁଠାରେ ଶୟନ କରାଉ ଅଛ, ତାହା ମୋତେ ଜଣାଅ। ତୁମ୍ଭ ସାଙ୍ଗ ଗହଣରେ ମୁଁ କାହିଁକି ଜଣେ ଓଢ଼ଣା ଦେଉଥିବା ସ୍ତ୍ରୀଲୋକପରି ହେବି? Gade chapit la |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।