ପରମ ଗୀତ 3:1 - ଓଡିଆ ବାଇବେଲ1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ। Gade chapit laପବିତ୍ର ବାଇବଲ1 ରାତ୍ରିରେ ବିଛଣାରେ ମୁଁ ମୋର ନର ମଣିଷକୁ ଖୋଜିଲି ଯାହାକୁ ମୁଁ ପ୍ରେମ କରେ। ମୁଁ ତାହାଙ୍କୁ ଖୋଜିଲି। କିନ୍ତୁ ମୁଁ ତାଙ୍କୁ ପାଇଲି ନାହିଁ। Gade chapit la |
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।