Biblia Todo Logo
Bib sou entènèt

- Piblisite -




ପରମ ଗୀତ 3:10 - ଓଡିଆ ବାଇବେଲ

10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ଵାରା ପ୍ରେମରେ ମଣ୍ତିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।

Gade chapit la Kopi

ପବିତ୍ର ବାଇବଲ

10 ସେ ତହିଁରେ ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁବର୍ଣ୍ଣର ଓ ତହିଁର ଆସନ ବାଇଗଣି ରଙ୍ଗର ଏବଂ ତହିଁର ଭିତର ପାଖଗୁଡ଼ିକ, ପ୍ରେମ ନିମନ୍ତେ ଯିରୁଶାଲମର ଚତୁର୍ପାର୍ଶ୍ୱର ଗ୍ରାମଗୁଡ଼ିକ ସାମଗ୍ରୀ ଦ୍ୱାରା ସଜ୍ଜିତ ହୋଇଥିଲା।

Gade chapit la Kopi




ପରମ ଗୀତ 3:10
8 Referans Kwoze  

ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।


ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।


ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]


ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।


Swiv nou:

Piblisite


Piblisite