Biblia Todo Logo
Bib sou entènèt

- Piblisite -




ପରମ ଗୀତ 3:4 - ଓଡିଆ ବାଇବେଲ

4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋ’ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ଉତ୍ତାରେ ଯାହାଙ୍କୁ ମୋʼ ପ୍ରାଣ ପ୍ରେମ କରେ, ତାଙ୍କୁ ପାଇଲି; ମୁଁ ଆପଣା ମାତୃଗୃହକୁ ଓ ମୋʼ ଗର୍ଭଧାରିଣୀଙ୍କ ଅନ୍ତଃପୁରକୁ ନ ଆଣିବା ପର୍ଯ୍ୟନ୍ତ ତାଙ୍କୁ ଧରି ରଖିଲି, ଆଉ ଯିବାକୁ ଦେଲି ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 ସେମାନଙ୍କୁ ଛାଡ଼ିବାର ଅଳ୍ପକ୍ଷଣ ପରେ ଯାହାଙ୍କୁ ମୋର ପ୍ରାଣ ପ୍ରେମ କରେ, ତାହାଙ୍କୁ ମୁଁ ପାଇଲି। ମୁଁ ତାହାଙ୍କୁ ମୋର ମାର ଗୃହର କୋଠରୀକୁ ନେଇଗଲି, ଯେଉଁଠାରେ ମୁଁ ଗର୍ଭରେ ସଞ୍ଚାରିତ ହୋଇଥିଲି, ମୁଁ ତାଙ୍କୁ ଧରି ରଖିଲି ଏବଂ ଯିବାକୁ ଦେଲି ନାହିଁ।

Gade chapit la Kopi




ପରମ ଗୀତ 3:4
21 Referans Kwoze  

ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।


ଯେଉଁମାନେ ମୋତେ ପ୍ରେମ କରନ୍ତି, ମୁଁ ସେମାନଙ୍କୁ ପ୍ରେମ କରେ, ପୁଣି ଯେଉଁମାନେ ଯତ୍ନରେ ମୋହର ଅନ୍ୱେଷଣ କରନ୍ତି, ସେମାନେ ମୋତେ ପାଇବେ।


ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।


ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ ।


ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି।


ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।


କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ;


ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।


ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।


ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”


ଖ୍ରୀଷ୍ଟଙ୍କ ପ୍ରେମରୁ କିଏ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରିବ ? କି କ୍ଳେଶ, କି ସଙ୍କଟ, କି ତାଡ଼ନା, କି ଦୁର୍ଭିକ୍ଷ, କି ଉଲଙ୍ଗତା, କି ବିପଦ, କି ଖଡ଼୍ଗ ?


ଉଚ୍ଚସ୍ଥ ବିଷୟ କି ନୀଚସ୍ଥ ବିଷୟ କି ଅନ୍ୟ କୌଣସି ସୃଷ୍ଟ ବସ୍ତୁ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ପ୍ରକାଶିତ ଈଶ୍ୱରଙ୍କ ପ୍ରେମରୁ ଯେ ଆମ୍ଭମାନଙ୍କୁ ବିଚ୍ଛିନ୍ନ କରି ପାରିବ ନାହିଁ, ଏହା ମୁଁ ନିଶ୍ଚୟ ଜାଣେ ।


ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?


Swiv nou:

Piblisite


Piblisite