Biblia Todo Logo
Bib sou entènèt

- Piblisite -




ପରମ ଗୀତ 3:5 - ଓଡିଆ ବାଇବେଲ

5 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଗୋ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ହେ ଯିରୁଶାଲମ ଚତୁର୍ପାର୍ଶ୍ୱର କ୍ଷେତ୍ରସବୁ, କ୍ଷେତ୍ରର ହରିଣ ଓ କୃଷ୍ଣସାର ମୃଗଗଣର ନାମରେ ପ୍ରତିଜ୍ଞା କର। ଉଚିତ୍ ସମୟ ନ ହେବା ଯାଏ ତୁମ୍ଭେମାନେ ପ୍ରେମକୁ ଜାଗ୍ରତ କର ନାହିଁ।

Gade chapit la Kopi




ପରମ ଗୀତ 3:5
7 Referans Kwoze  

ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।


ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।


ପୁଣି, ହେ ପଲର ଦୁର୍ଗ, ହେ ସିୟୋନ କନ୍ୟାର ଗିରି, ତାହା ତୁମ୍ଭ ନିକଟକୁ ଆସିବ, ହଁ ପୂର୍ବ କାଳର ରାଜ୍ୟ, ଯିରୂଶାଲମ କନ୍ୟାର ରାଜ୍ୟ ଆସିବ।


ହେ ଯିରୂଶାଲମର କନ୍ୟାଗଣ, ମୁଁ କେଦାରର ତମ୍ବୁ ତୁଲ୍ୟ, ଶଲୋମନଙ୍କର ଯବନିକା ତୁଲ୍ୟ କୃଷ୍ଣବର୍ଣ୍ଣା, ତଥାପି ସୁନ୍ଦରୀ।


ମୋହର ପ୍ରିୟତମ ହରିଣ ଓ ତରୁଣ ମୃଗ ତୁଲ୍ୟ; ଦେଖ, ସେ ଆମ୍ଭମାନଙ୍କ ପ୍ରାଚୀର ପଛେ ଠିଆ ହେଉଅଛନ୍ତି, ସେ ଝରକାରେ ଅନାଉଅଛନ୍ତି, ସେ ଜାଲି ପରଦା ବାଟେ ଆପଣାକୁ ଦେଖାଉ ଅଛନ୍ତି।


ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ।


ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।


Swiv nou:

Piblisite


Piblisite