Biblia Todo Logo
Bib sou entènèt

- Piblisite -




ପରମ ଗୀତ 5:9 - ଓଡିଆ ବାଇବେଲ

9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?

Gade chapit la Kopi

ପବିତ୍ର ବାଇବଲ

9 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ। ତୁମ୍ଭର ପ୍ରେମିକ ଅନ୍ୟ ପ୍ରେମିକମାନଙ୍କ ଅପେକ୍ଷା କିପରି ଭଲ ଅଟନ୍ତି? ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଏହି ଶପଥ କରାଉଅଛ?

Gade chapit la Kopi




ପରମ ଗୀତ 5:9
11 Referans Kwoze  

ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?


ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।


କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।


ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା]


ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।


ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା ।


ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ କ୍ଷେତ୍ରସ୍ଥିତ ହରିଣୀ ଓ ମୃଗୀଗଣର ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜନା କର ନାହିଁ।


Swiv nou:

Piblisite


Piblisite