Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:3 - ଓଡିଆ ବାଇବେଲ

3 ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର। ସେ ଶୋଶନ୍ ପୁଷ୍ପ ବନରେ ଆପଣା ପଲ ଚରାନ୍ତି।

Gade chapit la Kopi




ପରମ ଗୀତ 6:3
7 Referans Kwoze  

ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।


ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।


କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,


ହେ ମୋ’ ପ୍ରାଣର ପ୍ରିୟତମ, ତୁମ୍ଭେ କେଉଁଠାରେ ଆପଣା ପଲ ଚରାଉଅଛ, ମଧ୍ୟାହ୍ନ କାଳେ ଯେଉଁଠାରେ ଶୟନ କରାଉଅଛ, ତାହା ମୋତେ ଜଣାଅ; କାରଣ ତୁମ୍ଭ ସଖାଗଣର ପଲ ନିକଟରେ ମୁଁ କାହିଁକି ଆବରକ ବସ୍ତ୍ର ପରିଧାନକାରିଣୀ ତୁଲ୍ୟ ହେବି ?


କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।


ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।


Swiv nou:

Piblisite


Piblisite