ପରମ ଗୀତ 7:5 - ଓଡିଆ ବାଇବେଲ5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। Gade chapit laପବିତ୍ର ବାଇବଲ5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ। ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ। ତହିଁର ବେଣୀ ପାଶରେ ରାଜା ବନ୍ଦୀରୂପେ ଧୃତ ଅଟନ୍ତି। Gade chapit la |