Biblia Todo Logo
Bib sou entènèt

- Piblisite -




ତୀତସ 1:14 - ଓଡିଆ ବାଇବେଲ

14 ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଜ୍ଞା ପ୍ରତି ମନୋଯୋଗୀ ନ ହୋଇ ବିଶ୍ଵାସରେ ସବଳ ହୁଅନ୍ତି, ଏଥିପାଇଁ ସେମାନଙ୍କୁ ଦୃଢ଼ ଭାବରେ ଅନୁଯୋଗ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସତ୍ୟକୁ ପ୍ରତ୍ୟାଖ୍ୟାନ କରୁଥିବା ମନୁଷ୍ୟର ବିଧିବିଧାନ ଓ ଇହୁଦୀମାନଙ୍କର କପୋଳକଳ୍ପିତ କିମ୍ବଦନ୍ତୀଗୁଡ଼ିକୁ ବର୍ଜନ କରିବାକୁ ସେମାନଙ୍କୁ ଶିକ୍ଷା ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିପାଇଁ ସେମାନଙ୍କୁ ଦୃଢ ରୂପେ ଅନୁଯୋଗ କର।

Gade chapit la Kopi

ପବିତ୍ର ବାଇବଲ

14 ତା'ହେଲେ ସେମାନେ ଯିହୂଦୀ ଗପଗୁଡ଼ିକୁ ଗ୍ରହଣ କରିବେ ନାହିଁ କି ସତ୍ୟକୁ ଗ୍ରହଣ କରୁ ନ ଥିବା ଲୋକଙ୍କ ଆଦେଶ ପାଳନ କରିବେ ନାହିଁ।

Gade chapit la Kopi




ତୀତସ 1:14
10 Referans Kwoze  

ପୁଣି, ସତ୍ୟ ବାକ୍ୟରେ କର୍ଣ୍ଣ ନ ଦେଇ କଳ୍ପିତ କାହାଣୀ ପ୍ରତି ମନ ଦେବେ ।


ଏହି ସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ ।


କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି ।


କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?


ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।


ଆହୁରି, ପ୍ରଭୁ କହିଲେ, “ଏହି ଲୋକମାନେ ଆମ୍ଭର ନିକଟବର୍ତ୍ତୀ ହୁଅନ୍ତି ଓ ସେମାନେ ଆପଣା ଆପଣା ମୁଖରେ ଓ ଓଷ୍ଠାଧରରେ ଆମ୍ଭର ସମ୍ମାନ କରନ୍ତି, ମାତ୍ର ସେମାନେ ଆପଣା ଆପଣା ଅନ୍ତଃକରଣ ଆମ୍ଭଠାରୁ ଦୂରରେ ରଖିଅଛନ୍ତି ଓ ଆମ୍ଭ ବିଷୟକ ସେମାନଙ୍କର ଯେଉଁ ଭୟ, ତାହା ମନୁଷ୍ୟଠାରୁ ଶିକ୍ଷିତ ଆଜ୍ଞା ଅଟେ।”


ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ ।


Swiv nou:

Piblisite


Piblisite