Biblia Todo Logo
Bib sou entènèt

- Piblisite -




ତୀତସ 2:1 - ଓଡିଆ ବାଇବେଲ

1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଆମ ଧର୍ମତତ୍ତ୍ୱଗୁଡ଼ିକୁ ନିର୍ଭୁଲ ଭାବରେ ଶିକ୍ଷା ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ।

Gade chapit la Kopi

ପବିତ୍ର ବାଇବଲ

1 ପ୍ରକୃତ ଶିକ୍ଷା (ଉପଦେଶ) ର ଅନୁସରଣ କରିବା ପାଇଁ ତୁମ୍ଭେ ଲୋକଙ୍କୁ କହିବା କଥା।

Gade chapit la Kopi




ତୀତସ 2:1
7 Referans Kwoze  

ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ ।


କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,


ପୁଣି, ଯେପରି ସେ ହିତଜନକ ଶିକ୍ଷା ଦେଇ ଉତ୍ସାହ ଦେବାକୁ ଓ ବିପକ୍ଷବାଦୀମାନଙ୍କୁ ଅନୁଯୋଗ କରିବାକୁ ସକ୍ଷମ ହୁଅନ୍ତି, ଏଥି ନିମନ୍ତେ ପ୍ରାପ୍ତ ଶିକ୍ଷାନୁଯାୟୀ ବିଶ୍ୱାସଯୋଗ୍ୟ ବାକ୍ୟକୁ ଦୃଢ ଭାବରେ ଧରନ୍ତୁ ।


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ୱରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର । ଆମେନ୍‍ ।


Swiv nou:

Piblisite


Piblisite