Biblia Todo Logo
Bib sou entènèt

- Piblisite -




ଯିଖରୀୟ 1:9 - ଓଡିଆ ବାଇବେଲ

9 ଏଥିରେ ମୁଁ କହିଲି, “ହେ ମହାଶୟ, ଏସବୁ କଅଣ ?” ତହିଁରେ ମୋ’ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, “ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଥିରେ ମୁଁ କହିଲି, ହେ ମୋହର ପ୍ରଭୁ, ଏସବୁ କଅଣ? ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’

Gade chapit la Kopi

ପବିତ୍ର ବାଇବଲ

9 ମୁଁ ପଗ୍ଭରିଲି, “ହେ ମୋର ସଦାପ୍ରଭୁ, ଏଗୁଡ଼ିକ କ’ଣ ପାଇଁ?” ତା'ପରେ ସେହି ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, ଉତ୍ତର ଦେଲେ, “କ’ଣ ପାଇଁ ଏହି ଅଶ୍ୱଗୁଡ଼ିକ, ତାହା ତୁମ୍ଭକୁ ଜଣାଇବି।”

Gade chapit la Kopi




ଯିଖରୀୟ 1:9
17 Referans Kwoze  

ଏଉତ୍ତାରେ ମୋ’ ସଙ୍ଗେ ଯେଉଁ ଦୂତ କଥା କହୁଥିଲେ, ସେ ବାହାରେ ଆସି ମୋତେ କହିଲେ, “ଏବେ ତୁମ୍ଭେ ଉର୍ଦ୍ଧ୍ୱକୁ ଦୃଷ୍ଟି କର, ଏହି ଯାହା ଅାସୁଅଛି, ତାହା କଅଣ ?”


ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,


ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”


ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ ?”


ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।


ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ଯାକୁବ ବୋଲି ଡାକନ୍ତେ, ମୁଁ କହିଲି, “ଦେଖନ୍ତୁ, ମୁଁ ଏଠାରେ।”


ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।


ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।


Swiv nou:

Piblisite


Piblisite