ଯିଖରୀୟ 11:12 - ଓଡିଆ ବାଇବେଲ12 ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ମୁଁ ସେମାନଙ୍କୁ କହିଲି, ଯେବେ ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷା; ହୁଅ। ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରିଦେଲେ। Gade chapit laପବିତ୍ର ବାଇବଲ12 ତା'ପରେ ମୁଁ କହିଲି, “ଯଦି ତୁମ୍ଭେମାନେ ମୋତେ ମୋର ବେତନ ଦେବାକୁ ଇଚ୍ଛା କରୁଛ ତେବେ ଦିଅ, ନଚେତ୍ ସେଥିରୁ ନିବୃତ୍ତ ହୁଅ।” ତେଣୁ ସେମାନେ ମୋର ମଜୁରୀ ତିରିଶ୍ ରୌପ୍ୟ ମୁଦ୍ରା ଦେଲେ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।