Biblia Todo Logo
Bib sou entènèt

- Piblisite -




ଯିଖରୀୟ 11:13 - ଓଡିଆ ବାଇବେଲ

13 ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ସଦାପ୍ରଭୁ ମୋତେ କହିଲେ, ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି। ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇଦେଲି

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସଦାପ୍ରଭୁ ମୋତେ କହିଲେ, “ସେହି ମହତ ମୂଲ୍ୟକୁ ଫୋପାଡ଼ି ଦିଅ, କାରଣ ସେମାନେ ଆମ୍ଭର ମୂଲ୍ୟ ରାଜକୋଷ ମଧ୍ୟରୁ ନିରୂପଣ କଲେ।” ତେଣୁ ମୁଁ ସେହି ତିରି‌‌ଶ୍‌‌ଟି ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରେ ପକାଇ ଦେଲି।

Gade chapit la Kopi




ଯିଖରୀୟ 11:13
6 Referans Kwoze  

ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି ।


ଆଉ, ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ ।


Swiv nou:

Piblisite


Piblisite