ଯିଖରୀୟ 11:3 - ଓଡିଆ ବାଇବେଲ3 ମେଷପାଳକଗଣର ହାହାକାର ରବ ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ମେଷପାଳକଗଣର ହାହାକାର ରବ ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା ! ଯୁବା ସିଂହଗଣର ଗର୍ଜ୍ଜନ ରବ ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା। Gade chapit laପବିତ୍ର ବାଇବଲ3 ମେଷପାଳକମାନଙ୍କର ବିଳାପ ଶୁଣ। କାରଣ ସେମାନଙ୍କର ଶକ୍ତିଶାଳୀ ନେତାମାନେ ଧ୍ୱଂସ ହେଲେ। ଯୁବା ସିଂହମାନଙ୍କର ରବ ଶୁଣ। କାରଣ ଯିହୁଦାର ଗର୍ବ ଧ୍ୱଂସ ହୋଇଛି। Gade chapit la |