ଯିଖରୀୟ 13:5 - ଓଡିଆ ବାଇବେଲ5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’ Gade chapit laପବିତ୍ର ବାଇବଲ (Re-edited) - (BSI)5 ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’ Gade chapit laପବିତ୍ର ବାଇବଲ5 ସେହି ଲୋକମାନେ କହିବେ, ‘ମୁଁ ଜଣେ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମୋର ବାଲ୍ୟକାଳରୁ ମୋର ଅଧିକାରରେ ଅଛି।’ Gade chapit la |