ଯିଖରୀୟ 2:10 - ଓଡିଆ ବାଇବେଲ10 “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଳାସ କର; କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ10 ସଦାପ୍ରଭୁ କୁହନ୍ତି, “ହେ ସିୟୋନର କନ୍ୟା ଆନନ୍ଦରେ ଚିତ୍କାର କର ଏବଂ ଖୁସୀ ହୁଅ। କାରଣ ତୁମ୍ଭ ସହିତ ନଗରରେ ବାସ କରିବା ପାଇଁ ଆମ୍ଭେ ଆସୁଛୁ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”