Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:1 - ଓଡିଆ ବାଇବେଲ

1 ଏଉତ୍ତାରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ପୁନର୍ବାର ଆସି ମୋତେ ନିଦ୍ରାରୁ ଜାଗ୍ରତ ମନୁଷ୍ୟର ପ୍ରାୟ ଜଗାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ତା'ପରେ ମୋ’ ସହିତ ଆଳାପ କରୁଥିବା ସେହି ସ୍ୱର୍ଗଦୂତ ମୋ’ ନିକଟକୁ ଫେରି ଆସିଲେ ଓ ମୋତେ ଜାଗ୍ରତ କରାଇଲେ। ମୁଁ ନିଦ୍ରାରୁ ଉଠିଲା ଲୋକ ପରି ଉଠିଲି।

Gade chapit la Kopi




ଯିଖରୀୟ 4:1
12 Referans Kwoze  

ଏଥିରେ ମୁଁ କହିଲି, “ହେ ମହାଶୟ, ଏସବୁ କଅଣ ?” ତହିଁରେ ମୋ’ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, “ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।”


ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।


ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋ’ ପ୍ରତି ସୁଖଦାୟକ ଥିଲା।


ତହିଁରେ ମୋ’ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”


ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ ।


ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,


ପୁଣି, ମୋ’ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।


ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”


Swiv nou:

Piblisite


Piblisite