Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:12 - ଓଡିଆ ବାଇବେଲ

12 ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ’ଣ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ମୁଁ ଦ୍ଵିତୀୟ ଥର ତାଙ୍କୁ ଉତ୍ତର କରି କହିଲି,ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ଵରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କଅଣ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”

Gade chapit la Kopi

ପବିତ୍ର ବାଇବଲ

12 ମୁଁ ମଧ୍ୟ ତାଙ୍କୁ ପଗ୍ଭରିଲି, “ମୁଁ ଏହି ଯେଉଁ ଦୁଇ ଅଲିଭ୍ ଶାଖାଗୁଡ଼ିକରୁ ଅଲିଭ୍ ତୈଳ ସୁବର୍ଣ୍ଣ ନଳ ଦୁଇଟିକୁ ଢାଳୁଥିବାର ଦେଖୁଛି, ଏହାର ଅର୍ଥ କ’ଣ?”

Gade chapit la Kopi




ଯିଖରୀୟ 4:12
5 Referans Kwoze  

ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ ।


ସେମାନେ ତାହାଙ୍କୁ କହିଲେ, ପାରୁ । ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍‍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କ’ଣ ?”


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”


Swiv nou:

Piblisite


Piblisite