Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:13 - ଓଡିଆ ବାଇବେଲ

13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସେ ମୋତେ ଉତ୍ତର କରି କହିଲେ, ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ? ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଜାଣେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସେହି ସ୍ୱର୍ଗଦୂତ ଉତ୍ତର କଲେ, “ତୁମ୍ଭେ ଏଗୁଡ଼ିକର ଅର୍ଥ କ’ଣ ଜାଣ ନାହିଁ?” ମୁଁ ଉତ୍ତର ଦେଲି, “ନା, ମୋର ମହାଶୟ!”

Gade chapit la Kopi




ଯିଖରୀୟ 4:13
4 Referans Kwoze  

ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”


ତହିଁରେ ଯେଉଁ ଦୂତ ମୋ’ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କ’ଣ ?”


ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କ’ଣ ?”


Swiv nou:

Piblisite


Piblisite