Biblia Todo Logo
Bib sou entènèt

- Piblisite -




ଯିଖରୀୟ 4:3 - ଓଡିଆ ବାଇବେଲ

3 ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ଵରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”

Gade chapit la Kopi

ପବିତ୍ର ବାଇବଲ

3 ସେହି ପାତ୍ରର ଦକ୍ଷିଣ ଓ ବାମ ପାର୍ଶ୍ୱରେ ଗୋଟିଏ ଗୋଟିଏ ଅଲିଭ ବୃକ୍ଷ ଅଛି।”

Gade chapit la Kopi




ଯିଖରୀୟ 4:3
7 Referans Kwoze  

ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଥିବା ଦୁଇ ଜୀତବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ ।


ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”


କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତ-ବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ !


ମାତ୍ର ଜୀତ ବୃକ୍ଷ ସେମାନଙ୍କୁ କହିଲା, ମୋହର ଯେଉଁ ତୈଳ ଘେନି ଲୋକମାନେ ମୋ’ ଦ୍ୱାରା ପରମେଶ୍ୱରଙ୍କର ଓ ମନୁଷ୍ୟର ଗୌରବ କରନ୍ତି, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି ?


ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;


Swiv nou:

Piblisite


Piblisite