Biblia Todo Logo
Bib sou entènèt

- Piblisite -




ଯିଖରୀୟ 5:10 - ଓଡିଆ ବାଇବେଲ

10 ତହିଁରେ ଯେଉଁ ଦୂତ ମୋ’ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ତହିଁରେ ଯେଉଁ ଦୂତ ମୋʼ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ କହିଲି, ଏମାନେ କେଉଁ ସ୍ଥାନକୁ ଐଫା ବହି ନେଉଅଛନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତହିଁରେ ଯେଉଁ ଦୂତ ମୋʼ ସହିତ କଥା କହୁଥିଲେ, ମୁଁ ତାଙ୍କୁ କହିଲି, “ଏମାନେ କେଉଁ ସ୍ଥାନକୁ ପାତ୍ର ବହି ନେଉଅଛନ୍ତି?”

Gade chapit la Kopi

ପବିତ୍ର ବାଇବଲ

10 ତା'ପରେ ମୁଁ ମୋ’ ସହିତ ଆଳାପ କରୁଥିବା ସ୍ୱର୍ଗଦୂତକୁ ପଗ୍ଭରିଲି, “ସେମାନେ ସେହି ମାପିବାର ଟୋକେଇଟିକୁ କେଉଁଠାକୁ ନେଉଛନ୍ତି।”

Gade chapit la Kopi




ଯିଖରୀୟ 5:10
4 Referans Kwoze  

ସେତେବେଳେ ମୁଁ ଉର୍ଦ୍ଧ୍ୱକୁ ଦୃଷ୍ଟି କଲି, ଆଉ ଦେଖ, ଦୁଇ ସ୍ତ୍ରୀ ବାହାରି ଆସିଲେ, ଆଉ ସେମାନଙ୍କ ପକ୍ଷପୁଟରେ ବାୟୁ ଥିଲା; ସେମାନଙ୍କର ପକ୍ଷ ଚରଳର ପକ୍ଷ ପରି ଥିଲା, ପୁଣି ସେମାନେ ପୃଥିବୀ ଓ ଆକାଶ ମଧ୍ୟରେ ସେ ପାତ୍ରକୁ ଉଠାଇଲେ।


ଏଥିରେ ସେ ମୋତେ କହିଲେ, “ଶିନୀୟର ଦେଶରେ ସେହି ପାତ୍ର ପାଇଁ ଏକ ମନ୍ଦିର ନିର୍ମାଣ କରିବାକୁ; ପୁଣି, ତାହା ପ୍ରସ୍ତୁତ ହେଲେ ସେଠାରେ ସେହି ପାତ୍ର ଆପଣା ସ୍ଥାନରେ ସ୍ଥାପନ କରାଯିବ।”


ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି ?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”


ସେତେବେଳେ ଯେଉଁ ଦୂତ ମୋ’ ସଙ୍ଗେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁ କଅଣ ?”


Swiv nou:

Piblisite


Piblisite