ଯିଖରୀୟ 5:3 - ଓଡିଆ ବାଇବେଲ3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ତେବେ ସେ ମୋତେ କହିଲେ, ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ଵ ଅନୁସାରେ ପରିଷ୍କୃତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ। Gade chapit laପବିତ୍ର ବାଇବଲ3 ତା'ପରେ ସେହି ସ୍ୱର୍ଗଦୂତ କହିଲେ, “ଏହି ନଳାକାର ପୁସ୍ତକରେ ଅଭିଶାପ ଅଛି, ଯାହା ସାରା ପୃଥିବୀ ବିରୁଦ୍ଧରେ ଯାଉଛି। ଏହା ଗ୍ଭେର ଏବଂ ମିଥ୍ୟାଶପଥକାରୀ ଦୁଇଜଣଙ୍କୁ ଅଭିଶାପ ଦିଏ, ଯେଉଁମାନେ ଦଣ୍ତିତ ନ ହୋଇ ଖସି ଯାଇଛନ୍ତି। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।