ଯିଖରୀୟ 6:12 - ଓଡିଆ ବାଇବେଲ12 ପୁଣି, ତାଙ୍କୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ!” Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ତାଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ; ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେଣ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ତାଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଶାଖା ନାମରେ ବିଖ୍ୟାତ ପୁରୁଷଙ୍କୁ ଦେଖ ସେ ଆପଣା ସ୍ଥାନରୁ ବଢ଼ି ଉଠିବେ ଓ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ! Gade chapit laପବିତ୍ର ବାଇବଲ12 ତା'ପରେ ତାଙ୍କୁ କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ‘ଜଣେ ବ୍ୟକ୍ତି ଅଛନ୍ତି, ତାଙ୍କ ନାମ ଶାଖା, ସେ ତାଙ୍କ ସ୍ଥାନରୁ ଅଙ୍କୁରିତ ହେବେ ଏବଂ ସେ ସଦାପ୍ରଭୁଙ୍କର ମନ୍ଦିର ନିର୍ମାଣ କରିବେ। Gade chapit la |
ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।